ଯାଆଁଳା ଶିଶୁଙ୍କ ପାଇଁ ସାହାରା ମାଗୁଛନ୍ତି ଅଜା ଆଈ

ଦେଖନ୍ତୁ ଏଇ ବାପା ମା’ ଛେଉଣ୍ଡ ନିରୀହ ଜାଆଁଳା ଶିଶୁଙ୍କୁ... ଭଲ କରି ମୁହଁ ଦେଖିବା ପୂର୍ବରୁ, ପର କରି ଆର ପାରିକୁ ଚାଲିଗଲେ ବାପା ମା’… କୁନି ଶିଶୁଙ୍କ ଅବସ୍ଥା ଦେଖି, କଷ୍ଟ ସହି ନପାରି ନିଜ ପାଖକୁ ନେଇ ଆସିଲେ ଅଜା ଆଇ... , ଯୋଉ ବୟସରେ ବାପା, ମାଙ୍କ କୋଳରେ ବସି ଅଳି ଅଝଟ କରି ହଇରାଣ କରିବା କଥା ସେହି ବୟସରେ ବୃଦ୍ଧ ଅଜା ଆଇଙ୍କ ହେପାଜତରେ ରହୁଛନ୍ତି ଏ ଦୁଇ ଭାଇ ଭଉଣୀ।