ଯାଜପୁରକୁ ଲୁଟିଛନ୍ତି ୩ ପରିବାର: ମୁଖ୍ୟମନ୍ତ୍ରୀ

ଆଜି ଯାଜପୁରର ବଡ଼ଚଣାରେ ବିଜେପିର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ନାଁ ନନେଇ ବିଜେଡିର ୩ ଜଣ ନେତାଙ୍କୁ ଟାର୍ଗେଟ କରି ଏ କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଯାଜପୁରକୁ ଲୁଟିଛନ୍ତି ୩ ପରିବାର: ମୁଖ୍ୟମନ୍ତ୍ରୀ

ବିକାଶ ନାଁରେ ୩ଟି ପରିବାର ଯାଜପୁରକୁ ଲୁଟିଛନ୍ତି। ଆଜି ଯାଜପୁରର ବଡ଼ଚଣାରେ ବିଜେପିର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ନାଁ ନନେଇ ବିଜେଡିର ୩ ଜଣ ନେତାଙ୍କୁ ଟାର୍ଗେଟ କରି ଏ କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦେଖନ୍ତୁ ପୂରା ରିପୋର୍ଟ।