ଯାତ୍ରୀବାହୀ ବସ୍- ଟ୍ରକ୍ ଧକ୍କା: ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ଆନନ୍ଦପୁର,୧୯।୮: କେନ୍ଦୁଝର ଜିଲା ଆନ୍ଦପୁର ବେଲବାହାଳି ବାଇପାସ୍ ରାସ୍ତାରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଲୁହାପଥର ବୋଝେଇ ଟ୍ରକ ସହ ଏକ ଯାତ୍ରୀବାହୀ ବସ୍ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିବା ଜଣାପଡିଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। […] The post ଯାତ୍ରୀବାହୀ ବସ୍- ଟ୍ରକ୍ ଧକ୍କା: ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ appeared first on Dharitri Odia News.
ଆନନ୍ଦପୁର,୧୯।୮: କେନ୍ଦୁଝର ଜିଲା ଆନ୍ଦପୁର ବେଲବାହାଳି ବାଇପାସ୍ ରାସ୍ତାରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଲୁହାପଥର ବୋଝେଇ ଟ୍ରକ ସହ ଏକ ଯାତ୍ରୀବାହୀ ବସ୍ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିବା ଜଣାପଡିଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ବସ୍ଟି ଭୁବନେଶ୍ୱରରୁ ଛେନାପଦି ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।
The post ଯାତ୍ରୀବାହୀ ବସ୍- ଟ୍ରକ୍ ଧକ୍କା: ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ appeared first on Dharitri Odia News.