ଯାତ୍ରୀବାହୀ ବସ୍କୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ
ବୌଦ୍ଧ ୧୧/୦୩: ଯାତ୍ରୀବାହୀ ବସ୍କୁ ପିଟିଲା ଟ୍ରକ । ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ । ଏଥିରେ ଟ୍ରକ୍ ଚାଳକ ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସୂଚନା ଥାଉକି, ରାସ୍ତା କଡରେ ଛିଡା ହୋଇଥିବା OSRTC ବସ୍କୁ ଧକ୍କା ଦେଇଥିଲା ଟ୍ରକ୍ । ତେବେ ବସ୍ରେ ଯାଉଥିଲା ୩୦ ରୁ ଅଧିକ ଯାତ୍ରୀ ଅଳ୍ପକେ ରକ୍ଷା ପାଇଯାଇଛନ୍ତି । OSRTC ବସଟି ବ୍ରହ୍ମପୁରରୁ ଝାରସୁଗୁଡା ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ସେପଟେ ଘଟଣା ସ୍ଥଳରେ ପୁରୁଣା କଟକ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।
ବୌଦ୍ଧ ୧୧/୦୩: ଯାତ୍ରୀବାହୀ ବସ୍କୁ ପିଟିଲା ଟ୍ରକ । ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ । ଏଥିରେ ଟ୍ରକ୍ ଚାଳକ ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।
ସୂଚନା ଥାଉକି, ରାସ୍ତା କଡରେ ଛିଡା ହୋଇଥିବା OSRTC ବସ୍କୁ ଧକ୍କା ଦେଇଥିଲା ଟ୍ରକ୍ । ତେବେ ବସ୍ରେ ଯାଉଥିଲା ୩୦ ରୁ ଅଧିକ ଯାତ୍ରୀ ଅଳ୍ପକେ ରକ୍ଷା ପାଇଯାଇଛନ୍ତି । OSRTC ବସଟି ବ୍ରହ୍ମପୁରରୁ ଝାରସୁଗୁଡା ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ସେପଟେ ଘଟଣା ସ୍ଥଳରେ ପୁରୁଣା କଟକ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।