ଯୁବକଙ୍କୁ ଗଳାକାଟି ମିର୍ମମ ହତ୍ୟା
ଗଜପତି,୩।୩: ଗଜପତି ଜିଲା ଅଡବା ଥାନା କଟାମା ଗ୍ରାମରେ ସୋମବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କଚ ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରି ରାସ୍ତା କଡ଼ରେ ଫିଙ୍ଗି ଦେଇଛନ୍ତି ଦୃର୍ବୁତ୍ତ। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। […] The post ଯୁବକଙ୍କୁ ଗଳାକାଟି ମିର୍ମମ ହତ୍ୟା appeared first on Dharitri Odia News.
ଗଜପତି,୩।୩: ଗଜପତି ଜିଲା ଅଡବା ଥାନା କଟାମା ଗ୍ରାମରେ ସୋମବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କଚ ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରି ରାସ୍ତା କଡ଼ରେ ଫିଙ୍ଗି ଦେଇଛନ୍ତି ଦୃର୍ବୁତ୍ତ। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି। ଅନ୍ୟପକ୍ଷେ ପୁଅକୁ ହରାଇ ପରିବାର ଲୋକେ ଭାଙ୍ଗି ପଡିଥିବା ବେଳେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି।
The post ଯୁବକଙ୍କୁ ଗଳାକାଟି ମିର୍ମମ ହତ୍ୟା appeared first on Dharitri Odia News.