ଯୋଜନା ଗୁଡ଼ିକର ପ୍ରଚାର ପ୍ରସାର ପାଇଁ ଗତ ଏକ ବର୍ଷରେ ଏତିକି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର

ଭୁବନେଶ୍ୱର,୧୩।୩: ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଯୋଜନା ଗୁଡିକର ପ୍ରଚାର ପ୍ରସାର ନିମନ୍ତେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଗତ ଏକ ବର୍ଷ ( ଜାନୁୟାରୀ ୨୦୨୪ ରୁ ଜାନୁୟାରୀ ୨୦୨୫ ) ମଧ୍ୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ମୋ ଟ.୨,୨୪,୬୯,୫୩୩/- ( ଦୁଇ କୋଟି ଚବିଶ ଲକ୍ଷ ଅଣସ୍ତରୀ ହଜାର ପାଞ୍ଚ ଶହ ତେତିଶ ) ଟଙ୍କା ବ୍ୟୟ ହୋଇଛି । “ଓଡ଼ିଶା ସରକାରଙ୍କ […] The post ଯୋଜନା ଗୁଡ଼ିକର ପ୍ରଚାର ପ୍ରସାର ପାଇଁ ଗତ ଏକ ବର୍ଷରେ ଏତିକି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର appeared first on Dharitri Odia News.

ଯୋଜନା ଗୁଡ଼ିକର ପ୍ରଚାର ପ୍ରସାର ପାଇଁ ଗତ ଏକ ବର୍ଷରେ ଏତିକି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର

ଭୁବନେଶ୍ୱର,୧୩।୩: ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଯୋଜନା ଗୁଡିକର ପ୍ରଚାର ପ୍ରସାର ନିମନ୍ତେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଗତ ଏକ ବର୍ଷ ( ଜାନୁୟାରୀ ୨୦୨୪ ରୁ ଜାନୁୟାରୀ ୨୦୨୫ ) ମଧ୍ୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ମୋ ଟ.୨,୨୪,୬୯,୫୩୩/- ( ଦୁଇ କୋଟି ଚବିଶ ଲକ୍ଷ ଅଣସ୍ତରୀ ହଜାର ପାଞ୍ଚ ଶହ ତେତିଶ ) ଟଙ୍କା ବ୍ୟୟ ହୋଇଛି ।

“ଓଡ଼ିଶା ସରକାରଙ୍କ ବିଜ୍ଞାପନ ନୀତି-୧୯୯୮” ରେ ପ୍ରଦତ୍ତ ମାପଦଣ୍ଡ ଅନୁଯାୟୀ ଅନୁବନ୍ଧିତ ଖବର କାଗଜ ଓ ପତ୍ରପତ୍ରିକା ଗୁଡିକୁ ବିଜ୍ଞାପନ ଆବଣ୍ଟନ କରାଯାଇଛି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

 

The post ଯୋଜନା ଗୁଡ଼ିକର ପ୍ରଚାର ପ୍ରସାର ପାଇଁ ଗତ ଏକ ବର୍ଷରେ ଏତିକି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର appeared first on Dharitri Odia News.