ରଘୁବର ଦାସଙ୍କ ଇସ୍ତଫା, ଡକ୍ଟର ହରିବାବୁ କମ୍ଭାମପତି ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ
ନନ୍ଦିଘୋଷ ବ୍ୟୁରୋ: ଇସ୍ତଫା ଦେଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ତାଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରିଛନ୍ତି ରାଷ୍ଟ୍ରପତି। ରଘୁବର ଦାସଙ୍କ... The post ରଘୁବର ଦାସଙ୍କ ଇସ୍ତଫା, ଡକ୍ଟର ହରିବାବୁ କମ୍ଭାମପତି ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ appeared first on .
ନନ୍ଦିଘୋଷ ବ୍ୟୁରୋ: ଇସ୍ତଫା ଦେଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ତାଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରିଛନ୍ତି ରାଷ୍ଟ୍ରପତି। ରଘୁବର ଦାସଙ୍କ ଇସ୍ତଫା ପରେ ଡକ୍ଟର ହରିବାବୁ କମ୍ଭାମପତିଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ତାଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି। ପୂର୍ବରୁ ମିଜୋରମର ରାଜ୍ୟପାଳ ଥିଲେ ହରିବାବୁ କମ୍ଭାମପତି। ରଘୁବର ଦାସଙ୍କ ଇସ୍ତଫା ପରେ ହରିବାବୁଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ସେ ଆନ୍ଧ୍ରର ରାଜ୍ୟ ବିଜେପି ସଭାପତି ଥିଲେ। ଲୋକସଭାକୁ ବି ଥରେ ନିର୍ବାଚିତ ହୋଇଥିଲେ। କାହିଁକି ରଘୁବର ଦାସ ଇସ୍ତଫା ଦେଲେ। ତାକୁ ନେଇ ନାନା ଥିଓରି କୁହାଯାଉଛି।
The post ରଘୁବର ଦାସଙ୍କ ଇସ୍ତଫା, ଡକ୍ଟର ହରିବାବୁ କମ୍ଭାମପତି ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ appeared first on .