ରଜ ଗଲା... ଜମି ଶୁଖିଲା

ଜୁନ୍ ଅଧା ହେଲାଣି, ହେଲେ ମୌସୁମୀ ଗାଏବ । ବର୍ଷା ନଥିବାରୁ ସାରା ରାଜ୍ୟରେ ବୈଶାଖ ଭଳି ତାତି ସାଙ୍ଗକୁ ପ୍ରଚଣ୍ଡ ଗୁଳୁଗୁଳି କଲବଲ କରୁଛି । ତେଣେ ଆକାଶକୁ ଚାହିଁ ଚାହିଁ ଚାଷୀ ଛାତିରେ ଛନକା ପଶିଲାଣି ।