ରତ୍ନ ଭଣ୍ଡାରରେ କଣ ଦେଖିଲେ ଗଜପତି ?
ଭିତର ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ଲେଜର ସ୍କାନିଂ ପରେ ଜଣାପଡ଼ିବ: ଗଜପତି ମହାରାଜା
ପୂର୍ବ ନିର୍ଦ୍ଧାରିତ ଶୁଭ ମୁହୂର୍ତ୍ତ ଆଉ ସେହି ମୁହୁର୍ତ୍ତ ଅନୁସାରେ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଥିଲେ ରତ୍ନ ଭଣ୍ଡାରର ତଦାରଖ କମିଟି ଅଧ୍ୟକ୍ଷ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ୧୧ ଜଣିଆ ଅଧିକୃତ ଟିମ୍। ଏମାନଙ୍କ ବ୍ୟତିତ ଗଜପତି ମହାରାଜ ଦିବ୍ୟସିଂହ ଦେବ ବି ଭିତର ରତ୍ନଭଣ୍ଡାର ଭିତରକୁ ଯାଇଥିଲେ। ଦେଖନ୍ତୁ ପୂରା ରିପୋର୍ଟ।