ରତ୍ନଭଣ୍ଡାର ଖୋଲିବା ପାଇଁ ୧୬ ଜଣିଆ କମିଟି ଗଠନ: ରାଗିଯାଇ ଏମିତି କହିଲେ ପ୍ରମିଳା

ଭୁବନେଶ୍ୱର,୫।୭: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା, ଅଳଙ୍କାର ଗୁଡ଼ିକର ଗଣନା ପାଇଁ ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟ ପୂର୍ବତନ ବିଚାରପତି ବିଶ୍ଵନାଥ ରଥଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରିଛନ୍ତି। ରତ୍ନଭଣ୍ଡାର ଖୋଲିବା ନେଇ ପୂର୍ବରୁ ଗଠିତ କମିଟି ଭଙ୍ଗାଯାଇ  ରାଜ୍ୟ ସରକାର ୧୬ ଜଣିଆ ନୂତନ କମିଟି ଗଠନ କରିଛନ୍ତି। ଏ ନେଇ ଗୁରୁବାର ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ବିଶ୍ୱନାଥ ରଥଙ୍କ […] The post ରତ୍ନଭଣ୍ଡାର ଖୋଲିବା ପାଇଁ ୧୬ ଜଣିଆ କମିଟି ଗଠନ: ରାଗିଯାଇ ଏମିତି କହିଲେ ପ୍ରମିଳା appeared first on Dharitri Odia News.

ରତ୍ନଭଣ୍ଡାର ଖୋଲିବା ପାଇଁ ୧୬ ଜଣିଆ କମିଟି ଗଠନ: ରାଗିଯାଇ ଏମିତି କହିଲେ ପ୍ରମିଳା
ଭୁବନେଶ୍ୱର,୫।୭: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା, ଅଳଙ୍କାର ଗୁଡ଼ିକର ଗଣନା ପାଇଁ ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟ ପୂର୍ବତନ ବିଚାରପତି ବିଶ୍ଵନାଥ ରଥଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରିଛନ୍ତି। ରତ୍ନଭଣ୍ଡାର ଖୋଲିବା ନେଇ ପୂର୍ବରୁ ଗଠିତ କମିଟି ଭଙ୍ଗାଯାଇ  ରାଜ୍ୟ ସରକାର ୧୬ ଜଣିଆ ନୂତନ କମିଟି ଗଠନ କରିଛନ୍ତି। ଏ ନେଇ ଗୁରୁବାର ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ ହୋଇଛି।
 ଏହି ପ୍ରସଙ୍ଗରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ନିଜର ପ୍ରତିକ୍ରିୟା ରଖିଛନ୍ତି, ସେ କହିଛନ୍ତି ମନ୍ଦ ଉଦ୍ଦେଶ୍ୟ ରଖି ପୂର୍ବ କମିଟି ଭଙ୍ଗାଯାଇଛି। ଏହାକୁ ନେଇ ସେମାନେ ଖାଲି ଭୂଆଁ ବୁଲେଇବେ ବୋଲି ପ୍ରମିଳା କହିଛନ୍ତି।

The post ରତ୍ନଭଣ୍ଡାର ଖୋଲିବା ପାଇଁ ୧୬ ଜଣିଆ କମିଟି ଗଠନ: ରାଗିଯାଇ ଏମିତି କହିଲେ ପ୍ରମିଳା appeared first on Dharitri Odia News.