ରତ୍ନଭଣ୍ଡାର ପ୍ରସଙ୍ଗ ଉପରେ ବଡ଼ ପ୍ରତିକ୍ରିୟା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କହିଲେ ୬ରେ…
ଭୁବନେଶ୍ୱର,୪।୭: ରତ୍ନଭଣ୍ଡାର ପ୍ରସଙ୍ଗ ଉପରେ ବଡ଼ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲିବ। ୬ ତାରିଖ ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଅନ୍ୟପଟେ, ୮ରେ ରତ୍ନଭଣ୍ଡାର ଖୋଲିବାକୁ ନେଇ କୁହାଯାଉଥିବା ବେଳେ ତା’ ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ରତ୍ନଭଣ୍ଡାର ତଦାରଖ ଜଷ୍ଟିସ ଅରିଜିତ ପଶାୟତ। ସେ କହିଛନ୍ତି, ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍ ରହିଛି। ଯେବେ ସରକାର ନିଷ୍ପତ୍ତି ନେବେ, […] The post ରତ୍ନଭଣ୍ଡାର ପ୍ରସଙ୍ଗ ଉପରେ ବଡ଼ ପ୍ରତିକ୍ରିୟା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କହିଲେ ୬ରେ… appeared first on Dharitri Odia News.
ଭୁବନେଶ୍ୱର,୪।୭: ରତ୍ନଭଣ୍ଡାର ପ୍ରସଙ୍ଗ ଉପରେ ବଡ଼ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲିବ। ୬ ତାରିଖ ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଅନ୍ୟପଟେ, ୮ରେ ରତ୍ନଭଣ୍ଡାର ଖୋଲିବାକୁ ନେଇ କୁହାଯାଉଥିବା ବେଳେ ତା’ ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ରତ୍ନଭଣ୍ଡାର ତଦାରଖ ଜଷ୍ଟିସ ଅରିଜିତ ପଶାୟତ। ସେ କହିଛନ୍ତି, ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍ ରହିଛି। ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ।
The post ରତ୍ନଭଣ୍ଡାର ପ୍ରସଙ୍ଗ ଉପରେ ବଡ଼ ପ୍ରତିକ୍ରିୟା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କହିଲେ ୬ରେ… appeared first on Dharitri Odia News.