ରତ୍ନଭଣ୍ଡାର ଭିତରେ ଥିବା ଖାଲି ଆଲମିରାକୁ କଢ଼ାଯିବ: ବିଶ୍ବନାଥ ରଥ
ରତ୍ନଭଣ୍ଡାର ତଦାରଖ କମିଟି ବୈଠକରେ ଆଜି ସର୍ବସମ୍ମତରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପ୍ରଥମେ ରତ୍ନଭଣ୍ଡାର ଭିତରେ ଥିବା ଖାଲି ଆଲମିରାକୁ କଢ଼ାଯିବ। ଏଥିପାଇଁ ମନ୍ଦିର ପ୍ରଶାସନ ରୁମ୍ ନିର୍ଦ୍ଧାରଣ କରିସାରିଛି। ଖୁବଶୀଘ୍ର ସ୍ଥାନାନ୍ତର କରାଯିବ ଆଲମିରା।
ରତ୍ନଭଣ୍ଡାର ତଦାରଖ କମିଟି ବୈଠକରେ ଆଜି ସର୍ବସମ୍ମତରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପ୍ରଥମେ ରତ୍ନଭଣ୍ଡାର ଭିତରେ ଥିବା ଖାଲି ଆଲମିରାକୁ କଢ଼ାଯିବ। ଏଥିପାଇଁ ମନ୍ଦିର ପ୍ରଶାସନ ରୁମ୍ ନିର୍ଦ୍ଧାରଣ କରିସାରିଛି। ଖୁବଶୀଘ୍ର ସ୍ଥାନାନ୍ତର କରାଯିବ ଆଲମିରା। ଏହା SOPରେ ନ ଥିଲା, ସରକାରଙ୍କୁ ଏନେଇ ଅବଗତ କରାଯାଇଥିବା ବୈଠକ ପରେ କହିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ।