ରଥ ଉପରେ ଅଣ ସେବାୟତ ଚଢିବା ଘଟଣା : ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏତଲା

ପୁରୀ ୧୬।୭: ରଥ ଉପରେ ଅନଧିକୃତ ବ୍ୟକ୍ତି ଓ ଅଣ ସେବାୟତ ଚଢିବା ନେଇ ଏତଲା । ୭ ଓ ୮ ତାରିଖ ରଥଯାତ୍ରାରେ ରଥ ଉପରେ ଅନଧିକୃତ ବ୍ୟକ୍ତି ଓ ଅଣ ସେବାୟତ ଚଢିବା ନେଇ ଏତଲା ଦିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି । ଶ୍ରୀମନ୍ଦିର ସ୍ୱତନ୍ତ୍ର ଅଧିକାରୀ ଅଜୟ କୁମାର ଜେନା ଏତଲା ଦେଇଛନ୍ତି ।ଏ ସମ୍ପର୍କିତ ଫଟୋ, ଭିଡିଓ, ଶ୍ରୀମନ୍ଦିର ବ୍ୟବସ୍ଥାବଳୀ ପ୍ରମାଣ ଆଧାରରେ ଦିଆଯାଇଛି । ତଦନ୍ତ କରି ଉଚିତ କାର୍ଯ୍ୟାନୁଷ୍ଠାନ ନେବାକୁ ଏତଲାରେ ଉଲ୍ଲେଖ ରହିଛି ।You Can Read:

ରଥ ଉପରେ ଅଣ ସେବାୟତ ଚଢିବା ଘଟଣା : ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏତଲା

ପୁରୀ ୧୬।୭: ରଥ ଉପରେ ଅନଧିକୃତ ବ୍ୟକ୍ତି ଓ ଅଣ ସେବାୟତ ଚଢିବା ନେଇ ଏତଲା । ୭ ଓ ୮ ତାରିଖ ରଥଯାତ୍ରାରେ ରଥ ଉପରେ ଅନଧିକୃତ ବ୍ୟକ୍ତି ଓ ଅଣ ସେବାୟତ ଚଢିବା ନେଇ ଏତଲା ଦିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି । ଶ୍ରୀମନ୍ଦିର ସ୍ୱତନ୍ତ୍ର ଅଧିକାରୀ ଅଜୟ କୁମାର ଜେନା ଏତଲା ଦେଇଛନ୍ତି ।

ଏ ସମ୍ପର୍କିତ ଫଟୋ, ଭିଡିଓ, ଶ୍ରୀମନ୍ଦିର ବ୍ୟବସ୍ଥାବଳୀ ପ୍ରମାଣ ଆଧାରରେ ଦିଆଯାଇଛି । ତଦନ୍ତ କରି ଉଚିତ କାର୍ଯ୍ୟାନୁଷ୍ଠାନ ନେବାକୁ ଏତଲାରେ ଉଲ୍ଲେଖ ରହିଛି ।

You Can Read: