ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୬: ଆଜି ସମଗ୍ର ଦେଶରେ ଭକ୍ତି ଓ ବିଶ୍ୱାସର ଏକ ମହା ମିଳନ ଦେଖିବାକୁ ମିଳିଛି। ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମଗ୍ର ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି, କୋଟି ଓଡ଼ିଆଙ୍କ ମଉଡ଼ମଣି ହେଉଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ। ରାଜ୍ୟର ବିକାଶ ତଥା ସମସ୍ତଙ୍କର କଲ୍ୟାଣ ପାଇଁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଚରଣକମଳରେ ମୁଁ ପ୍ରାର୍ଥନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। The post ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୬: ଆଜି ସମଗ୍ର ଦେଶରେ ଭକ୍ତି ଓ ବିଶ୍ୱାସର ଏକ ମହା ମିଳନ ଦେଖିବାକୁ ମିଳିଛି। ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମଗ୍ର ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି, କୋଟି ଓଡ଼ିଆଙ୍କ ମଉଡ଼ମଣି ହେଉଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ। ରାଜ୍ୟର ବିକାଶ ତଥା ସମସ୍ତଙ୍କର କଲ୍ୟାଣ ପାଇଁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଚରଣକମଳରେ ମୁଁ ପ୍ରାର୍ଥନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

The post ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.