ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ
ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ରଥଯାତ୍ରାରେ ୧୮୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ଏପରିକି ୪ ଅତିରିକ୍ତ ଡିଜି ପାହ୍ୟା ଅଧିକାରୀଙ୍କୁ ନିୟୋଜିତ କରାଯିବ ବୋଲି ରଥଯାତ୍ରା ପାଇଁ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ। The post ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ appeared first on Dharitri Odia News.
ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ରଥଯାତ୍ରାରେ ୧୮୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ଏପରିକି ୪ ଅତିରିକ୍ତ ଡିଜି ପାହ୍ୟା ଅଧିକାରୀଙ୍କୁ ନିୟୋଜିତ କରାଯିବ ବୋଲି ରଥଯାତ୍ରା ପାଇଁ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ।
The post ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ appeared first on Dharitri Odia News.