ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଏପରିକି ପୁରୀକୁ ସଂଯୋଗ କରୁଥିବା ପ୍ରମୁଖ ୩ଟି ମାର୍ଗରେ ବସ୍, ଅଟୋ, କାର୍, ବାଇକ୍ରେ ଆସୁଥିବା ଯାତ୍ରୀଙ୍କ ମଧ୍ୟ ଗଣନା କରାଯିବ ବୋଲି […] The post ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।
ଏପରିକି ପୁରୀକୁ ସଂଯୋଗ କରୁଥିବା ପ୍ରମୁଖ ୩ଟି ମାର୍ଗରେ ବସ୍, ଅଟୋ, କାର୍, ବାଇକ୍ରେ ଆସୁଥିବା ଯାତ୍ରୀଙ୍କ ମଧ୍ୟ ଗଣନା କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରକାଶ କରିଛନ୍ତି। ଏପରିକି ହୋଟେଲ, ଧର୍ମଶାଳା ଏବଂ ଲଜ୍ରେ ମଧ୍ୟ ଯାତ୍ରୀଙ୍କ ଗଣନା ହେବ।
The post ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ appeared first on Dharitri Odia News.