ରବିବାର ପବିତ୍ର ଶ୍ରୀରାମ ନବମୀ, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୦୫।୦୪ : ରବିବାର ପବିତ୍ର ଶ୍ରୀରାମ ନବମୀ । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି । ଏଥିପାଇଁ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ରବିବାର ଦିନ ଶ୍ରୀରାମ ନବମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ପରମ୍ପରା ଅନୁସାରେ ସ୍ୱତନ୍ତ୍ର ଦେବବିଧି ପାଳନ ହେବ। ଏଥିପାଇଁ ପ୍ରାୟ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ। ମଧ୍ୟାହ୍ନ ଧୂପ ପରେ ଶ୍ରୀରାମଜନ୍ମ ନୀତି ଅନୁଷ୍ଠିତ ହେବ। ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । 

ରବିବାର ପବିତ୍ର ଶ୍ରୀରାମ ନବମୀ, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୦୫।୦୪ : ରବିବାର ପବିତ୍ର ଶ୍ରୀରାମ ନବମୀ । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି । ଏଥିପାଇଁ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । 

ରବିବାର ଦିନ ଶ୍ରୀରାମ ନବମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ପରମ୍ପରା ଅନୁସାରେ ସ୍ୱତନ୍ତ୍ର ଦେବବିଧି ପାଳନ ହେବ। ଏଥିପାଇଁ ପ୍ରାୟ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ। ମଧ୍ୟାହ୍ନ ଧୂପ ପରେ ଶ୍ରୀରାମଜନ୍ମ ନୀତି ଅନୁଷ୍ଠିତ ହେବ। ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।