ରବିବାର ୫ ଟା ପରେ କାଳିଆ ଦର୍ଶନ ବନ୍ଦ
ପୁରୀ : ସୋମବାର ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ବାହୁଡା ଯାତ୍ରା ଥିବା I ବାହୁଡ଼ାଯାତ୍ରାର ପୂର୍ବ ପ୍ରସ୍ତୁତି ନିମନ୍ତେ ୧୪ ତାରିଖ (ରବିବାର) ସନ୍ଧ୍ୟା ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ୫ଟା ପରେ ଜନ୍ମବେଦୀରେ ଆଉ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ଶ୍ରଦ୍ଧାଳୁ । ଏ ନେଇ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି । ଅନ୍ୟପକ୍ଷେ ଶୁକ୍ରବାର ବଡ଼ଠାକୁର ବଳଭଦ୍ର ଓ ଦେବୀ ଶୁଭଦ୍ରାଙ୍କ ରଥର ଦକ୍ଷିଣ ମୋଡ଼ ହୋଇଥିବାବେଳେ ଶନିବାର ଜଗନ୍ନାଥଙ୍କ […]

ପୁରୀ : ସୋମବାର ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ବାହୁଡା ଯାତ୍ରା ଥିବା I ବାହୁଡ଼ାଯାତ୍ରାର ପୂର୍ବ ପ୍ରସ୍ତୁତି ନିମନ୍ତେ ୧୪ ତାରିଖ (ରବିବାର) ସନ୍ଧ୍ୟା ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ୫ଟା ପରେ ଜନ୍ମବେଦୀରେ ଆଉ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ଶ୍ରଦ୍ଧାଳୁ । ଏ ନେଇ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି ।
ଅନ୍ୟପକ୍ଷେ ଶୁକ୍ରବାର ବଡ଼ଠାକୁର ବଳଭଦ୍ର ଓ ଦେବୀ ଶୁଭଦ୍ରାଙ୍କ ରଥର ଦକ୍ଷିଣ ମୋଡ଼ ହୋଇଥିବାବେଳେ ଶନିବାର ଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ ହୋଇ ନାକଚଣା ଦ୍ୱାର ନିକଟରେ ରଖାଯାଇଛି।