ରସୁଲଗଡରେ ହାଇଡ୍ରାମା, ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ ଅଟକାଇଲେ ମହିଳା

ଭୁବନେଶ୍ୱର,୭।୯: ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାରକେଡ ଅଟକାଇଦେଲେ ମହିଳା। ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱରର ରସୁଲଗଡ ଛକରେ। ମହିଳା ଜଣକ ଆସି ମୁଖ୍ୟମନ୍ତ୍ରୀଙ୍କ କାର ସାମ୍ନାରେ ଠିଆ ହୋଇ ରହିବାରୁ କିଛି ସମୟ ପାଇଁ କାରକେଡ ଅଟକି ରହିଥିଲା। ଏହାପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମହିଳାଙ୍କୁ ଉଠାଇନେଇଛି। ତେବେ ମହିଳା ଜଣକ କିଏ ଏବଂ ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ କାହିଁକି ଅଟକାଇଲେ, ତାହା ସ୍ପଷ୍ଟ ଜଣାପଡ଼ି ନାହିଁ। ମହିଳାଜଣକ କାହିଁକି ଏଭଳି ଆଚରଣ କଲେ ତାହା ମଧ୍ୟ […] The post ରସୁଲଗଡରେ ହାଇଡ୍ରାମା, ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ ଅଟକାଇଲେ ମହିଳା appeared first on Dharitri Odia News.

ରସୁଲଗଡରେ ହାଇଡ୍ରାମା, ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ ଅଟକାଇଲେ ମହିଳା

ଭୁବନେଶ୍ୱର,୭।୯: ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାରକେଡ ଅଟକାଇଦେଲେ ମହିଳା। ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱରର ରସୁଲଗଡ ଛକରେ। ମହିଳା ଜଣକ ଆସି ମୁଖ୍ୟମନ୍ତ୍ରୀଙ୍କ କାର ସାମ୍ନାରେ ଠିଆ ହୋଇ ରହିବାରୁ କିଛି ସମୟ ପାଇଁ କାରକେଡ ଅଟକି ରହିଥିଲା। ଏହାପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମହିଳାଙ୍କୁ ଉଠାଇନେଇଛି।

ତେବେ ମହିଳା ଜଣକ କିଏ ଏବଂ ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ କାହିଁକି ଅଟକାଇଲେ, ତାହା ସ୍ପଷ୍ଟ ଜଣାପଡ଼ି ନାହିଁ। ମହିଳାଜଣକ କାହିଁକି ଏଭଳି ଆଚରଣ କଲେ ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ। ଏନେଇ ଘଟଣାକୁ ଅଧିକ ତଦନ୍ତ କରୁଛି ପୋଲିସ।

The post ରସୁଲଗଡରେ ହାଇଡ୍ରାମା, ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ ଅଟକାଇଲେ ମହିଳା appeared first on Dharitri Odia News.