ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ

ରାଉରକେଲା,୩।୬: ରାଜ୍ୟର ଚର୍ଚ୍ଚିତ ବିଧାନସଭା ଆସନ ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ସାରଦା ନାୟକ ବିଜୟୀ ନିକଟତମ ପ୍ରତିଦ୍ବନ୍ଦୀ ଭାଜପାର ଦିଲୀପ ରାୟଙ୍କୁ ୩୫୫୨ ଖଣ୍ଡ ଭୋଟରେ ହରାଇଛନ୍ତି। ସରାଦାଙ୍କୁ ମୋଟ ୬୪ ହଜାର ୬୬୦ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପା ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ ୬୧ ହଜାର ୧୦୮ ଖଣ୍ଡ ଭୋଟ ମିଳିଛି । The post ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ appeared first on Dharitri Odia News.

ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ

ରାଉରକେଲା,୩।୬: ରାଜ୍ୟର ଚର୍ଚ୍ଚିତ ବିଧାନସଭା ଆସନ ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ସାରଦା ନାୟକ ବିଜୟୀ ନିକଟତମ ପ୍ରତିଦ୍ବନ୍ଦୀ ଭାଜପାର ଦିଲୀପ ରାୟଙ୍କୁ ୩୫୫୨ ଖଣ୍ଡ ଭୋଟରେ ହରାଇଛନ୍ତି। ସରାଦାଙ୍କୁ ମୋଟ ୬୪ ହଜାର ୬୬୦ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପା ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ ୬୧ ହଜାର ୧୦୮ ଖଣ୍ଡ ଭୋଟ ମିଳିଛି ।

The post ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ appeared first on Dharitri Odia News.