ରାଉରକେଲା ରେଳଷ୍ଟେସନରୁ ୬୦ କେଜି ରୁପା ଜବତ, ଜଣେ ଅଟକ

ରାଉରକେଲା: ରାଉରକେଲା ରେଳ ଷ୍ଟେଶନ ପରିସରରୁ ଯାଞ୍ଚ ସମୟରେ ବିପୁଳ ପରିମାଣର ରୁପା ଜବତ ହୋଇ ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟକୁ ହସ୍ତାନ୍ତର କରାଯାଇଛି। ଏଥିସହ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ବ୍ୟକ୍ତି ଜଣଙ୍କ ତାଙ୍କ ଲଗେଜ ବ୍ୟାଗରେ ପ୍ରାୟ ୫୮ କେଜି ରୁପା ଧରି ରାଞ୍ଚି ଯିବା ପାଇଁ ଷ୍ଟେଶନରେ ଅପେକ୍ଷା କରିଥିଲେ। ରା ଉରକେଲା ଜିଆର୍‌ପି ପକ୍ଷରୁ ଯାଞ୍ଚ ସମୟରେ ଏ ସମ୍ପର୍କରେ ଜଣା ପଡିଥିଲା।

hgfhgfh