ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

ରାଉରକେଲା ୨୮।୦୯ : ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ବିସ୍ଫୋରଣ । ଷ୍ଟିଲ୍‌ ପ୍ଲାଣ୍ଟ ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ ବିସ୍ଫୋରଣ ହୋଇଛି । ଯେଉଁଥିରେ ୫ ଶ୍ରମିକ ଗୁରୁତର ଥିବା ଜଣାପଡିଛି । ଖବର ଅନୁଯାୟୀ, ଶନିବାର ଦିନ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ବଡ଼ଧରଣର ବିସ୍ଫୋରଣ ହୋଇଛି । ଯେଉଁଥିରେ  ପାଞ୍ଚ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ରାଉରକେଲା ଆଇଜିଏଚ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ବର୍ତ୍ତମାନ ଯାଏଁ ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଛି । 

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

ରାଉରକେଲା ୨୮।୦୯ : ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ବିସ୍ଫୋରଣ । ଷ୍ଟିଲ୍‌ ପ୍ଲାଣ୍ଟ ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ ବିସ୍ଫୋରଣ ହୋଇଛି । ଯେଉଁଥିରେ ୫ ଶ୍ରମିକ ଗୁରୁତର ଥିବା ଜଣାପଡିଛି । 

ଖବର ଅନୁଯାୟୀ, ଶନିବାର ଦିନ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ବଡ଼ଧରଣର ବିସ୍ଫୋରଣ ହୋଇଛି । ଯେଉଁଥିରେ  ପାଞ୍ଚ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ରାଉରକେଲା ଆଇଜିଏଚ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ବର୍ତ୍ତମାନ ଯାଏଁ ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଛି ।