ରାଉରକେଲାରେ କମୁନି ଝାଡାବାନ୍ତି, ଆଜି ସନ୍ଧ୍ୟାରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା (କେନ୍ୟୁଜ): ରାଉରକେଲାରେ ଡାଇରିଆ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସନ୍ଧ୍ୟାରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ରାଉରକେଲାରେ ବ୍ୟାପୁଛି ଝାଡାବାନ୍ତି। ୩ ଦିନରେ ଗଲାଣି ୭ ଜଣଙ୍କ ଜୀବନ। ୫୯୫ ଜଣ ଆକ୍ରାନ୍ତ ହୋଇଛନ୍ତି। ଦୂଷିତ ପାଣି ଯୋଗୁ ଝାଡାବାନ୍ତି ବ୍ୟାପୁଥିବା କହିଛନ୍ତି ରାଉରକେଲା ସରକାରୀ ମେଡିକାଲର ଭାରପ୍ରାପ୍ତ ଅଧିକ୍ଷକ । ଏହାକୁ ନେଇ ଜିଲ୍ଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର ତତ୍ପରତା […] The post ରାଉରକେଲାରେ କମୁନି ଝାଡାବାନ୍ତି, ଆଜି ସନ୍ଧ୍ୟାରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ appeared first on KNews Odisha.

ରାଉରକେଲାରେ କମୁନି ଝାଡାବାନ୍ତି, ଆଜି ସନ୍ଧ୍ୟାରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
CM..

ରାଉରକେଲା (କେନ୍ୟୁଜ): ରାଉରକେଲାରେ ଡାଇରିଆ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସନ୍ଧ୍ୟାରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ରାଉରକେଲାରେ ବ୍ୟାପୁଛି ଝାଡାବାନ୍ତି। ୩ ଦିନରେ ଗଲାଣି ୭ ଜଣଙ୍କ ଜୀବନ। ୫୯୫ ଜଣ ଆକ୍ରାନ୍ତ ହୋଇଛନ୍ତି। ଦୂଷିତ ପାଣି ଯୋଗୁ ଝାଡାବାନ୍ତି ବ୍ୟାପୁଥିବା କହିଛନ୍ତି ରାଉରକେଲା ସରକାରୀ ମେଡିକାଲର ଭାରପ୍ରାପ୍ତ ଅଧିକ୍ଷକ ।

ଏହାକୁ ନେଇ ଜିଲ୍ଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର ତତ୍ପରତା ଆରମ୍ଭ ହୋଇଛି। ୬ଟି ମୋବାଇଲ ଡାକ୍ତରୀ ଟିମ୍ ବୁଲି ବୁଲି ଲୋକଙ୍କୁ ସଚେତନ କରାଉଛନ୍ତି। ଭୁବନେଶ୍ୱରରୁ ଏକ ସ୍ବତନ୍ତ୍ର ଟିମ୍ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ସୁନ୍ଦରଗଡ଼ର ଚାରି ଜଣିଆ ସ୍ୱାସ୍ଥ୍ୟ ଟିମ ମଧ୍ୟ ରୋଗୀମାନଙ୍କୁ ଚିକିତ୍ସା କରୁଛନ୍ତି।

 

 

 

 

The post ରାଉରକେଲାରେ କମୁନି ଝାଡାବାନ୍ତି, ଆଜି ସନ୍ଧ୍ୟାରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ appeared first on KNews Odisha.