ରାଉରକେଲାରେ ୧୦ ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ
ରାଉଲକେଲା: ରାଉଲକେଲା RGHରେ ୧୦ ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ। ତେବେ ମୃତ୍ୟୁର ନିର୍ଦ୍ଦିଷ୍ଟ କାରଣ ଜଣାପଡ଼ିନାହିଁ। ଚିକିତ୍ସା ବେଳେ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ପରେ କାରଣ ଜାଣିବା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ ହୋଇଛି। ବିଭିନ୍ନ ଅଞ୍ଚଳରୁ ଆସି RGHରେ ଚିକିତ୍ସାଧୀନ ଥିଲେ।ତେବେ ହିଟ୍ଓ୍ୱେଭ୍ ଯୋଗୁଁ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ଶରୀର ତାପମାତ୍ରା ଅଧିକ ଥିବାରୁ ଏହାର କାରଣ ହୋଇଥାଇପାରେ ବୋଲି ଆଶଙ୍କା କରାଯାଉଛି।
ରାଉଲକେଲା: ରାଉଲକେଲା RGHରେ ୧୦ ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ। ତେବେ ମୃତ୍ୟୁର ନିର୍ଦ୍ଦିଷ୍ଟ କାରଣ ଜଣାପଡ଼ିନାହିଁ। ଚିକିତ୍ସା ବେଳେ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ପରେ କାରଣ ଜାଣିବା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ ହୋଇଛି। ବିଭିନ୍ନ ଅଞ୍ଚଳରୁ ଆସି RGHରେ ଚିକିତ୍ସାଧୀନ ଥିଲେ।
ତେବେ ହିଟ୍ଓ୍ୱେଭ୍ ଯୋଗୁଁ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ଶରୀର ତାପମାତ୍ରା ଅଧିକ ଥିବାରୁ ଏହାର କାରଣ ହୋଇଥାଇପାରେ ବୋଲି ଆଶଙ୍କା କରାଯାଉଛି।