ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ ତଥା ନିର୍ବାଚନ ଅଧିକାରୀ ଅଭିମନ୍ୟୁ ମାଝିଙ୍କଠାରେ ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ ସମୟରେ ବରିଷ୍ଠ ନେତା ତଥା ପୂର୍ବମନ୍ତ୍ରୀ ମଙ୍ଗଳା କିଷାନଙ୍କ ସମେତ ବହୁ ଦଳୀୟ ନେତ୍ରୀ ଉପସ୍ଥିତ ଥିଲେ। The post ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ appeared first on Dharitri Odia News.

ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ ତଥା ନିର୍ବାଚନ ଅଧିକାରୀ ଅଭିମନ୍ୟୁ ମାଝିଙ୍କଠାରେ ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ ସମୟରେ ବରିଷ୍ଠ ନେତା ତଥା ପୂର୍ବମନ୍ତ୍ରୀ ମଙ୍ଗଳା କିଷାନଙ୍କ ସମେତ ବହୁ ଦଳୀୟ ନେତ୍ରୀ ଉପସ୍ଥିତ ଥିଲେ।

The post ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ appeared first on Dharitri Odia News.