ରାଜଧାନୀର ଏକ ଆପାର୍ଟମେଣ୍ଟରେ ଲାଗିଲା ନିଆଁ
ଭୁବନେଶ୍ୱର,୨୦।୬: ଭୁବନେଶ୍ବର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି। ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡିଛି। ପଟିଆ ଛକ ନିକଟରେ ଥିବା କେ.କେ ପ୍ଲାଜା ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଥିବା ୫୦୮ ନଂ ଫ୍ଲାଟରୁ ସକାଳୁ ସକାଳୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। କିଛି ସମୟ ପରେ […] The post ରାଜଧାନୀର ଏକ ଆପାର୍ଟମେଣ୍ଟରେ ଲାଗିଲା ନିଆଁ appeared first on Dharitri Odia News.
ଭୁବନେଶ୍ୱର,୨୦।୬: ଭୁବନେଶ୍ବର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି। ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡିଛି।
ପଟିଆ ଛକ ନିକଟରେ ଥିବା କେ.କେ ପ୍ଲାଜା ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଥିବା ୫୦୮ ନଂ ଫ୍ଲାଟରୁ ସକାଳୁ ସକାଳୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। କିଛି ସମୟ ପରେ ଏହା ଚାରିଆଡକୁ ବ୍ୟାପିଯାଇଥିଲା।
The post ରାଜଧାନୀର ଏକ ଆପାର୍ଟମେଣ୍ଟରେ ଲାଗିଲା ନିଆଁ appeared first on Dharitri Odia News.