ରାଜଧାନୀରେ ଜେପି ନଡ୍ଡାଙ୍କ ରୋଡ୍‌ ସୋ’..ଦେଖନ୍ତୁ ଫଟୋ

ଭୁବନେଶ୍ୱରରେ ନଡ୍ଡାଙ୍କ ରୋଡ୍‌ ସୋ’ । ମାଉସୀ ମା’ ଛକରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ଚାଲିଛି ରୋଡ୍‌ ସୋ । ତାଙ୍କ ସହ ରହିଛନ୍ତି ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ଓ ଏକାମ୍ର ବିଧାୟକ ପ୍ରାର୍ଥୀ ବାବୁ ସିଂହ।