ରାଜଧାନୀରେ ଡବଲ ମର୍ଡର

ଭୁବନେଶ୍ୱର,୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ ନେଇ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାଯାଇଛି। ତେବେ ହତ୍ୟାକାରୀଙ୍କୁ ଧରିବା ପାଇଁ ଏୟାରଫିଲଡ ଥାନା ପୋଲିସ ତଦନ୍ତ ଚଳାଇଛି। The post ରାଜଧାନୀରେ ଡବଲ ମର୍ଡର appeared first on Dharitri Odia News.

ରାଜଧାନୀରେ ଡବଲ ମର୍ଡର

ଭୁବନେଶ୍ୱର,୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ ନେଇ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାଯାଇଛି। ତେବେ ହତ୍ୟାକାରୀଙ୍କୁ ଧରିବା ପାଇଁ ଏୟାରଫିଲଡ ଥାନା ପୋଲିସ ତଦନ୍ତ ଚଳାଇଛି।

The post ରାଜଧାନୀରେ ଡବଲ ମର୍ଡର appeared first on Dharitri Odia News.