ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌, ୨ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର,୯ା୫: ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍‌ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍‌ ଲେନ୍‌ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସ୍‌ ଉପରେ ଆଜି ଆୟକର ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି। ଆୟକର ଫାଙ୍କିବା ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ଜଣାଯାଇଛି। ଚଢ଼ାଉ ଚାଲିଥିବା ବେଳେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ସୂଚନା ରହିଛି। The post ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌, ୨ କୋଟିରୁ ଅଧିକ ଟଙ୍କା ଜବତ appeared first on Dharitri Odia News.

ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌, ୨ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର,୯ା୫: ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍‌ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍‌ ଲେନ୍‌ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସ୍‌ ଉପରେ ଆଜି ଆୟକର ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି। ଆୟକର ଫାଙ୍କିବା ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ଜଣାଯାଇଛି। ଚଢ଼ାଉ ଚାଲିଥିବା ବେଳେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।

The post ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌, ୨ କୋଟିରୁ ଅଧିକ ଟଙ୍କା ଜବତ appeared first on Dharitri Odia News.