ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ; ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର,୨୧।୬: ରାଜଧାନୀ ଭୁବନେଶ୍ୱରରେ ବୀଭତ୍ସ ହତ୍ୟାକାଣ୍ଡ। ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଇଞ୍ଜିନିୟରିଂ କଲେଜ ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି। ଘର ମାଲିକଙ୍କୁ ଭଡ଼ାଟିଆ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ରାସ୍ତାରୁ ରକ୍ତାକ୍ତ ମୃତଦେହ ଜବତ କରି ପୋଲିସର ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ ମୃତକ ସୁଶାନ୍ତ ଶତପଥି ହୋଇଥିବା ସୂଚନା ମିଳିଛି । ରକ୍ତାକ୍ତ ଅବସ୍ଥାରେ ମୃତଦେହ ଜବତ ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ ଜାରି ରଖିଛି । ଜଣେ ୩୫ ବର୍ଷୀୟ […] The post ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ; ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ appeared first on Dharitri Odia News.

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ; ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର,୨୧।୬: ରାଜଧାନୀ ଭୁବନେଶ୍ୱରରେ ବୀଭତ୍ସ ହତ୍ୟାକାଣ୍ଡ। ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଇଞ୍ଜିନିୟରିଂ କଲେଜ ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି। ଘର ମାଲିକଙ୍କୁ ଭଡ଼ାଟିଆ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ରାସ୍ତାରୁ ରକ୍ତାକ୍ତ ମୃତଦେହ ଜବତ କରି ପୋଲିସର ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବକ ମୃତକ ସୁଶାନ୍ତ ଶତପଥି ହୋଇଥିବା ସୂଚନା ମିଳିଛି । ରକ୍ତାକ୍ତ ଅବସ୍ଥାରେ ମୃତଦେହ ଜବତ ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ ଜାରି ରଖିଛି । ଜଣେ ୩୫ ବର୍ଷୀୟ ଯୁବକ ତାଙ୍କ ପାଖରେ ଭଡାଟିଆ ରଖିଥିଲେ‌ । ସେ ଏହି ହତ୍ୟା କରିଛି ବୋଲି ଅନୁମାନ କରାଯାଉଛି ।

The post ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ; ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ appeared first on Dharitri Odia News.