ରାଜଧାନୀରେ ୩ ବର୍ଷର ଝିଅଙ୍କୁ ବଳାତ୍କାର: ଅଭିଯୁକ୍ତ ଯୁବକଙ୍କୁ ଧରିଲା ପୋଲିସ
ଭୁବନେଶ୍ୱର,୨।୭: ରାଜଧାନୀରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ୩ ବର୍ଷର ନାବାଳିକା ଝିଅଙ୍କୁ ବଳାତ୍କାର କରାଯାଇଥିବା ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଏୟାରଫିଲ୍ଡ ଥାନା ଅଞ୍ଚଳରୁ ଫେରାର ଥିବା ଅଭିଯୁକ୍ତଙ୍କୁ ମଙ୍ଗଳବାର କମିଶନରେଟ୍ ପୋଲିସ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଗୁରୁତର ନାବାଳିକା ଜଣକ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ତା ସ୍ଥିର ଥିବା କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ ପରେ ଡାକ୍ତରୀ ପରୀକ୍ଷା […] The post ରାଜଧାନୀରେ ୩ ବର୍ଷର ଝିଅଙ୍କୁ ବଳାତ୍କାର: ଅଭିଯୁକ୍ତ ଯୁବକଙ୍କୁ ଧରିଲା ପୋଲିସ appeared first on Dharitri Odia News.
ଭୁବନେଶ୍ୱର,୨।୭: ରାଜଧାନୀରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ୩ ବର୍ଷର ନାବାଳିକା ଝିଅଙ୍କୁ ବଳାତ୍କାର କରାଯାଇଥିବା ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଏୟାରଫିଲ୍ଡ ଥାନା ଅଞ୍ଚଳରୁ ଫେରାର ଥିବା ଅଭିଯୁକ୍ତଙ୍କୁ ମଙ୍ଗଳବାର କମିଶନରେଟ୍ ପୋଲିସ ଗିରଫ କରିଛି।
ମିଳିଥିବା ସୂଚନା ମୁତାବକ, ଗୁରୁତର ନାବାଳିକା ଜଣକ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ତା ସ୍ଥିର ଥିବା କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ ପରେ ଡାକ୍ତରୀ ପରୀକ୍ଷା କରାଇଛି। ଅଭିଯୁକ୍ତଙ୍କୁ କୋର୍ଟ ଚାଲଣ କରାଯିବ ବୋଲି ସୂଚନା ମିଳିଛି।
The post ରାଜଧାନୀରେ ୩ ବର୍ଷର ଝିଅଙ୍କୁ ବଳାତ୍କାର: ଅଭିଯୁକ୍ତ ଯୁବକଙ୍କୁ ଧରିଲା ପୋଲିସ appeared first on Dharitri Odia News.