ରାଜନୀତିରୁ ସନ୍ନ୍ୟାସ ପରେ ବି କାହିଁକି ପାଣ୍ଡିଆନ୍ ପ୍ରୀତି ?

ପୁଣି ପାଣ୍ଡିଆନଙ୍କ ସୁରକ୍ଷାରେ ବାହାରିଲେ ନବୀନ। ପୂର୍ବରୁ କ୍ଲିନଚିଟ୍ ଦେଇଥିଲେ । ଆଉ ଆଜି ଢାଲ ହୋଇ ଛିଡ଼ା ହେଲେ। ଖାଲି ସେତିକି ନୁହେଁ ପାଣ୍ଡିଆନଙ୍କ ଗୁଣ ଗାନ ବି କଲେ।