ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍ର ନାଁ, ଏଣିକି କୁହାଯିବ…
ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍ କୋଡ୍ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ ରିଲିଫ୍ ନୁହେଁ, ଏହାକୁ ବିପର୍ଯ୍ୟୟ ଅଧିକାର ରାଶି କୁହାଯିବ। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଥିବା ମନ୍ତ୍ରୀ କହିଛନ୍ତି। The post ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍ର ନାଁ, ଏଣିକି କୁହାଯିବ… appeared first on Dharitri Odia News.
ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍ କୋଡ୍ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ ରିଲିଫ୍ ନୁହେଁ, ଏହାକୁ ବିପର୍ଯ୍ୟୟ ଅଧିକାର ରାଶି କୁହାଯିବ। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଥିବା ମନ୍ତ୍ରୀ କହିଛନ୍ତି।
The post ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍ର ନାଁ, ଏଣିକି କୁହାଯିବ… appeared first on Dharitri Odia News.