ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନୀ ମକଦ୍ଦମା

ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନୀ ମକଦ୍ଦମା । ମାନହାନୀ ମକଦ୍ଦମା କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରାଜା ଚକ୍ରଙ୍କ ଓକିଲ ସିତାଂଶୁ ଦ୍ୱିବେଦୀଙ୍କ ବିରୋଧରେ ସେ ମାନହାନୀ ମକଦ୍ଦମା ଦାଏର କରିଛନ୍ତି ।

ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନୀ ମକଦ୍ଦମା
Array