ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ

କଟକ,୧୬ା୫: ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ। ଏଥିସହିତ ରାଜାଙ୍କ ୩ ସହଯୋଗୀଙ୍କ ଜାମିନ ଆବେଦନ ବି ଖାରଜ ହୋଇଛି। ମାନସ ବାରିକ, ଉତ୍କଳ ଦାସ, ସୁଶାନ୍ତ ସାମଲଙ୍କ ଜାମିନ ଆବେଦନ ଖାରଜ ହୋଇଥିବା ଜଣପାଡ଼ିଛି। ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ବ୍ୟାପକ ଆର୍ଥିକ ଅନିୟମତତା ହୋଇଥିବା ନେଇ ସଂସ୍ଥାର ତତ୍କାଳୀନ ସଭାପତି ଓ ସମ୍ପାଦକଙ୍କୁ ଗିରଫ କରିଥିଲେ। ପରେ ତଦନ୍ତ ବେଳେ ଏହି ସଂସ୍ଥାରୁ ବହୁ […] The post ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ appeared first on Dharitri Odia News.

ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ

କଟକ,୧୬ା୫: ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ। ଏଥିସହିତ ରାଜାଙ୍କ ୩ ସହଯୋଗୀଙ୍କ ଜାମିନ ଆବେଦନ ବି ଖାରଜ ହୋଇଛି। ମାନସ ବାରିକ, ଉତ୍କଳ ଦାସ, ସୁଶାନ୍ତ ସାମଲଙ୍କ ଜାମିନ ଆବେଦନ ଖାରଜ ହୋଇଥିବା ଜଣପାଡ଼ିଛି।

ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ବ୍ୟାପକ ଆର୍ଥିକ ଅନିୟମତତା ହୋଇଥିବା ନେଇ ସଂସ୍ଥାର ତତ୍କାଳୀନ ସଭାପତି ଓ ସମ୍ପାଦକଙ୍କୁ ଗିରଫ କରିଥିଲେ। ପରେ ତଦନ୍ତ ବେଳେ ଏହି ସଂସ୍ଥାରୁ ବହୁ ଅର୍ଥ ଦେଣ ନେଣ କରିଥିବା ଅଭିଯୋଗରେ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରାଯାଇଥିଲା।

The post ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ appeared first on Dharitri Odia News.