ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର,୧୪ା୩: ଗନ୍ଧମାର୍ଦ୍ଦନ ଲୋଡ଼ିଂ ଓ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟିର ଆର୍ଥିକ ଅନିୟମିତତା ମାମଲାରେ ଗିରଫ ବିଜେଡି ନେତା ରାଜା ଚକ୍ରଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ EOW ମଙ୍ଗଳବାର କୋର୍ଟରେ ଆବେଦନ କରିଛି। ବିଜେଡି ନେତା ରାଜା ଚକ୍ରଙ୍କୁ କ୍ରାଇମବ୍ରାଞ୍ଚ EOW ରିମାଣ୍ଡରେ ଆଣି ଅଧିକ ପଚରାଉଉଚରା କରିବ। ଏପରିକି ହୋଇଥିବା ୧୮୫ କୋଟି ଟଙ୍କାର ବଡ଼ ଘୋଟାଲାରେ ଅନ୍ୟ କେଉଁମାନେ ସମ୍ପୃକ୍ତ ସେନେଇ ଅଧିକ ତଥ୍ୟ ଯୋଗାଡ କରିବ । The post ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ appeared first on Dharitri Odia News.
ଭୁବନେଶ୍ୱର,୧୪ା୩: ଗନ୍ଧମାର୍ଦ୍ଦନ ଲୋଡ଼ିଂ ଓ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟିର ଆର୍ଥିକ ଅନିୟମିତତା ମାମଲାରେ ଗିରଫ ବିଜେଡି ନେତା ରାଜା ଚକ୍ରଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ EOW ମଙ୍ଗଳବାର କୋର୍ଟରେ ଆବେଦନ କରିଛି।
ବିଜେଡି ନେତା ରାଜା ଚକ୍ରଙ୍କୁ କ୍ରାଇମବ୍ରାଞ୍ଚ EOW ରିମାଣ୍ଡରେ ଆଣି ଅଧିକ ପଚରାଉଉଚରା କରିବ। ଏପରିକି ହୋଇଥିବା ୧୮୫ କୋଟି ଟଙ୍କାର ବଡ଼ ଘୋଟାଲାରେ ଅନ୍ୟ କେଉଁମାନେ ସମ୍ପୃକ୍ତ ସେନେଇ ଅଧିକ ତଥ୍ୟ ଯୋଗାଡ କରିବ ।
The post ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ appeared first on Dharitri Odia News.