ରାଜାଙ୍କୁ ୩ଦିନ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ
ଭୁବନେଶ୍ୱର,୧୯।୩: ବିଜେଡି ନେତା ରାଜା ଚକ୍ରଙ୍କୁ ୩ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚର ଇଓଡବ୍ଲ୍ୟୁ । ଏନେଇ ଶୁଣାଣି ପାଇଁ କୋର୍ଟରେ ହାଜର ହୋଇଛନ୍ତି ରାଜା ଚକ୍ର । ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର ହେଇଛନ୍ତି ରାଜା । ୫ ଦିନ ରିମାଣ୍ଡରେ ନେବା ପାଇଁ ଇଓଡବ୍ଲ୍ୟୁ କୋର୍ଟରେ ଆବେଦନ କରିଛି । ରିମାଣ୍ଡରେ ଆଣି ଇଓଡବ୍ଲ୍ୟୁ ଅଧିକ ପଚରାଉଚରା କରିବ ବୋଲି ସୂଚନା ମିଳିଛି। ଗନ୍ଧମାର୍ଦ୍ଦନ ଲୋଡ଼ିଂ ଓ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟିର ଆର୍ଥିକ ଅନିୟମିତତା ମାମଲାରେ […] The post ରାଜାଙ୍କୁ ୩ଦିନ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ appeared first on Dharitri Odia News.
ଭୁବନେଶ୍ୱର,୧୯।୩: ବିଜେଡି ନେତା ରାଜା ଚକ୍ରଙ୍କୁ ୩ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚର ଇଓଡବ୍ଲ୍ୟୁ । ଏନେଇ ଶୁଣାଣି ପାଇଁ କୋର୍ଟରେ ହାଜର ହୋଇଛନ୍ତି ରାଜା ଚକ୍ର । ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର ହେଇଛନ୍ତି ରାଜା । ୫ ଦିନ ରିମାଣ୍ଡରେ ନେବା ପାଇଁ ଇଓଡବ୍ଲ୍ୟୁ କୋର୍ଟରେ ଆବେଦନ କରିଛି । ରିମାଣ୍ଡରେ ଆଣି ଇଓଡବ୍ଲ୍ୟୁ ଅଧିକ ପଚରାଉଚରା କରିବ ବୋଲି ସୂଚନା ମିଳିଛି।
ଗନ୍ଧମାର୍ଦ୍ଦନ ଲୋଡ଼ିଂ ଓ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟିର ଆର୍ଥିକ ଅନିୟମିତତା ମାମଲାରେ ଗିରଫ ବିଜେଡି ନେତା ରାଜା ଚକ୍ରଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ EOW ମଙ୍ଗଳବାର କୋର୍ଟରେ ଆବେଦନ କରିଛି। ବିଜେଡି ନେତା ରାଜା ଚକ୍ରଙ୍କୁ କ୍ରାଇମବ୍ରାଞ୍ଚ EOW ରିମାଣ୍ଡରେ ଆଣି ଅଧିକ ପଚରାଉଉଚରା କରିବ। ଏପରିକି ହୋଇଥିବା ୧୮୫ କୋଟି ଟଙ୍କାର ବଡ଼ ଘୋଟାଲାରେ ଅନ୍ୟ କେଉଁମାନେ ସମ୍ପୃକ୍ତ ସେନେଇ ଅଧିକ ତଥ୍ୟ ଯୋଗାଡ କରିବ ।
The post ରାଜାଙ୍କୁ ୩ଦିନ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ appeared first on Dharitri Odia News.