ରାଜ୍ୟ ଅତିଥି ଭବନ ଏବେ ଅସ୍ଥାୟୀ ସିଏମ୍ଓ
ଭୁବନେଶ୍ୱର,୧୩।୬: ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ପାଲଟିଛି। ଅତିଥି ଭବନର ପ୍ରଥମ ମହଲାକୁ ଏଥିଲାଗି ପ୍ରସ୍ତୁତ କରାଯାଇଛି। ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚିଛନ୍ତି। ତେବେ ଦୀର୍ଘ ୨୫ ବର୍ଷ ଧରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଘରୁ ହିଁ ଶାସନ ଚଳାଇ ଆସୁଥିଲେ। ଏଣୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଘର ଖୋଜା ଚାଲିଛି। ଏବେ ପାଇଁ ଅସ୍ଥାୟୀ ଭାବେ ଅତିଥି ଭବନକୁ ସିଏମ୍ଓ ଭାବେ […] The post ରାଜ୍ୟ ଅତିଥି ଭବନ ଏବେ ଅସ୍ଥାୟୀ ସିଏମ୍ଓ appeared first on Dharitri Odia News.
ଭୁବନେଶ୍ୱର,୧୩।୬: ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ପାଲଟିଛି। ଅତିଥି ଭବନର ପ୍ରଥମ ମହଲାକୁ ଏଥିଲାଗି ପ୍ରସ୍ତୁତ କରାଯାଇଛି। ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚିଛନ୍ତି। ତେବେ ଦୀର୍ଘ ୨୫ ବର୍ଷ ଧରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଘରୁ ହିଁ ଶାସନ ଚଳାଇ ଆସୁଥିଲେ। ଏଣୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଘର ଖୋଜା ଚାଲିଛି। ଏବେ ପାଇଁ ଅସ୍ଥାୟୀ ଭାବେ ଅତିଥି ଭବନକୁ ସିଏମ୍ଓ ଭାବେ ବ୍ୟବହାର କରାଯାଉଛି।
The post ରାଜ୍ୟ ଅତିଥି ଭବନ ଏବେ ଅସ୍ଥାୟୀ ସିଏମ୍ଓ appeared first on Dharitri Odia News.