ରାଜ୍ୟ କ୍ୟାବିନେଟ ବୈଠକରେ ୬ ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ୱର: ବୁଧବାର ରାଜ୍ୟ କ୍ୟାବିନେଟର ଏକ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ବୈଠକରେ ମୋଟ ୫ଟି ବିଭାଗର ୬ଟି ପ୍ରସ୍ତାବ ଆଗତ କରାଯାଇଥିଲା। ସମସ୍ତ ପ୍ରସ୍ତାବ ଆଲୋଚନା ପରେ ଅନୁମୋଦନ କରାଯାଇଥିଲା।