ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି: ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା, ୯୫ ଲକ୍ଷ ୯୦ ହଜାର ପରିବାର ହେବେ ଉପକୃତ
ଭୁବନେଶ୍ୱର,୧୨।୧: ରାଜ୍ୟ କ୍ୟାବିନେଟରେ ସୋମବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ୧ ହଜାର ଟଙ୍କା ଏବଂ ୨ଟି ଝୋଟ ବ୍ୟାଗ୍ ମିଳିବ। ଏଥିରେ ରାଜ୍ୟର ୯୫ ଲକ୍ଷ ୯୦ ହଜାର ପରିବାର ଉପକୃତ ହେବେ। ତେବେ ଏହି ଯୋଜନାରେ ରାଜ୍ୟ ସରକାରଙ୍କ ୯୫୯.୫ କୋଟି ଟଙ୍କା ଖର୍ଚ୍ଚ ହେବ। The post ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି: ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା, ୯୫ ଲକ୍ଷ ୯୦ ହଜାର ପରିବାର ହେବେ ଉପକୃତ appeared first on Dharitri Odia News.
ଭୁବନେଶ୍ୱର,୧୨।୧: ରାଜ୍ୟ କ୍ୟାବିନେଟରେ ସୋମବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ୧ ହଜାର ଟଙ୍କା ଏବଂ ୨ଟି ଝୋଟ ବ୍ୟାଗ୍ ମିଳିବ। ଏଥିରେ ରାଜ୍ୟର ୯୫ ଲକ୍ଷ ୯୦ ହଜାର ପରିବାର ଉପକୃତ ହେବେ। ତେବେ ଏହି ଯୋଜନାରେ ରାଜ୍ୟ ସରକାରଙ୍କ ୯୫୯.୫ କୋଟି ଟଙ୍କା ଖର୍ଚ୍ଚ ହେବ।
The post ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି: ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା, ୯୫ ଲକ୍ଷ ୯୦ ହଜାର ପରିବାର ହେବେ ଉପକୃତ appeared first on Dharitri Odia News.