ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ୧୭୮୯ ଶିକ୍ଷକଙ୍କୁ ୭ମ ବେତନ କମିଶନ ମିଳିବ ଦରମା
ଭୁବନେଶ୍ୱର,୨୨।୨: ୨୦୧୪ର ଅନୁଦାନପ୍ରାପ୍ତ ଶିକ୍ଷକ, କର୍ମଚାରୀଙ୍କ ଦରମା ବଢିବ। ଗୁରୁବାର ବସିଥିବା ରାଜ୍ୟ କ୍ୟାବିନେଟରେ ଏହି ନିଷ୍ପତ୍ତି ନିଆଯାଇଛି। ସଂପୃକ୍ତ କଲେଜ, ଜୁନିଅର କଲେଜ ଶିକ୍ଷକ, କର୍ମଚାରୀଙ୍କ ଦରମା ବଢ଼ିବ। ମୋଟ ୧୭୮୯ ଶିକ୍ଷକ, କର୍ମଚାରୀଙ୍କୁ ୭ମ ବେତନ କମିଶନ ହାରରେ ଦରମା ମିଳିବ। ବର୍ଦ୍ଧିତ ଦରମା ପାଇଁ ୨୭.୩୭ କୋଟି ଟଙ୍କା ଅତିରିକ୍ତ ବ୍ୟୟ ହେବ। The post ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ୧୭୮୯ ଶିକ୍ଷକଙ୍କୁ ୭ମ ବେତନ କମିଶନ ମିଳିବ ଦରମା appeared first on Dharitri Odia News.
ଭୁବନେଶ୍ୱର,୨୨।୨: ୨୦୧୪ର ଅନୁଦାନପ୍ରାପ୍ତ ଶିକ୍ଷକ, କର୍ମଚାରୀଙ୍କ ଦରମା ବଢିବ। ଗୁରୁବାର ବସିଥିବା ରାଜ୍ୟ କ୍ୟାବିନେଟରେ ଏହି ନିଷ୍ପତ୍ତି ନିଆଯାଇଛି। ସଂପୃକ୍ତ କଲେଜ, ଜୁନିଅର କଲେଜ ଶିକ୍ଷକ, କର୍ମଚାରୀଙ୍କ ଦରମା ବଢ଼ିବ। ମୋଟ ୧୭୮୯ ଶିକ୍ଷକ, କର୍ମଚାରୀଙ୍କୁ ୭ମ ବେତନ କମିଶନ ହାରରେ ଦରମା ମିଳିବ। ବର୍ଦ୍ଧିତ ଦରମା ପାଇଁ ୨୭.୩୭ କୋଟି ଟଙ୍କା ଅତିରିକ୍ତ ବ୍ୟୟ ହେବ।
The post ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ୧୭୮୯ ଶିକ୍ଷକଙ୍କୁ ୭ମ ବେତନ କମିଶନ ମିଳିବ ଦରମା appeared first on Dharitri Odia News.