ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୮ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର (କେନ୍ୟୁଜ୍‌) : ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଆଜି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୮ଟି ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର ଲାଗିଛି। ରାଜ୍ୟ ସରକାର ୫୦୪ ଠିକା ଅଙ୍ଗନୱାଡ଼ି ସୁପରଭାଇଜରଙ୍କୁ ନିୟମିତ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଗାଁ ଓ ଆଦିବାସୀ ଅଞ୍ଚଳର ଶିକ୍ଷିତ ମହିଳାମାନେ କାମ କରିବେ। ସେହିପରି ସ୍ୱାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବ ଉପକୁ ମଞ୍ଜୁରୀ ମିଳିଛି । ୬ପାରା ମେଡିକାଲ କ୍ୟାଡର […] The post ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୮ଟି ପ୍ରସ୍ତାବ ଉପରେ ବାଜିଲା ମୋହର appeared first on KNews Odisha.

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୮ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର (କେନ୍ୟୁଜ୍‌) : ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଆଜି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୮ଟି ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର ଲାଗିଛି। ରାଜ୍ୟ ସରକାର ୫୦୪ ଠିକା ଅଙ୍ଗନୱାଡ଼ି ସୁପରଭାଇଜରଙ୍କୁ ନିୟମିତ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଗାଁ ଓ ଆଦିବାସୀ ଅଞ୍ଚଳର ଶିକ୍ଷିତ ମହିଳାମାନେ କାମ କରିବେ। ସେହିପରି ସ୍ୱାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବ ଉପକୁ ମଞ୍ଜୁରୀ ମିଳିଛି । ୬ପାରା ମେଡିକାଲ କ୍ୟାଡର ରୁଲର ପରିବର୍ତ୍ତନ କରାଯାଇଥିବା ବେଳେ ନର୍ସଂ ଅଫିସର, ଲାବ୍‌ ଟେକ୍ନିସିଆନଙ୍କୁ ପଦୋନ୍ନତି ମିଳିବ। ଜଳସମ୍ପଦ, ମହିଳା ଓ ଶିଶୁ ବିକାଶ ବିଭାଗର ଗୋଟିଏ ଲେଖାଏଁ ପ୍ରସ୍ତାବ ଏଥିରେ ସାମିଲ ଅଛି ।

The post ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୮ଟି ପ୍ରସ୍ତାବ ଉପରେ ବାଜିଲା ମୋହର appeared first on KNews Odisha.