ରାଜ୍ୟ ସଭା ପାଇଁ ବୁଧବାର ନାମାଙ୍କନ ପତ୍ର ଦାଖଲ କରିବେ ସୋନିଆ

ନୂଆଦିଲ୍ଲୀ,୧୩।୨: କଂଗ୍ରେସର ବରିଷ୍ଠ ନେତା ସୋନିଆ ଗାନ୍ଧୀ ବୁଧବାର (ଫେବୃଆରୀ ୧୪) ରାଜ୍ୟ ସଭା ପାଇଁ ନାମାଙ୍କନ ଦାଖଲ କରିବେ। ଏହାପୂର୍ବରୁ ପ୍ରିୟଙ୍କା ଗାନ୍ଧୀଙ୍କୁ ଏହି ଅଫର ଦିଆଯାଇଥିଲା କିନ୍ତୁ ସେ ମନା କରିଦେଇଥିଲେ। ସୋନିଆ ଗାନ୍ଧୀ ବର୍ତ୍ତମାନ ଉତ୍ତରପ୍ରଦେଶର ରାଏବରେଲି ଆସନରୁ ଲୋକ ସଭା ଏମ୍‌ପି ଅଛନ୍ତି। ସୂତ୍ରରୁ ପ୍ରକାଶ ଯେ, ସେ ରାଜସ୍ଥାନ କିମ୍ବା ହିମାଚଳ ପ୍ରଦେଶରୁ ରାଜ୍ୟ ସଭା ପାଇଁ ନାମାଙ୍କନ ଦାଖଲ କରିପାରନ୍ତି। ଏଥି ସହିତ କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା […] The post ରାଜ୍ୟ ସଭା ପାଇଁ ବୁଧବାର ନାମାଙ୍କନ ପତ୍ର ଦାଖଲ କରିବେ ସୋନିଆ appeared first on Dharitri Odia News.

ରାଜ୍ୟ ସଭା ପାଇଁ ବୁଧବାର ନାମାଙ୍କନ ପତ୍ର ଦାଖଲ କରିବେ ସୋନିଆ

ନୂଆଦିଲ୍ଲୀ,୧୩।୨: କଂଗ୍ରେସର ବରିଷ୍ଠ ନେତା ସୋନିଆ ଗାନ୍ଧୀ ବୁଧବାର (ଫେବୃଆରୀ ୧୪) ରାଜ୍ୟ ସଭା ପାଇଁ ନାମାଙ୍କନ ଦାଖଲ କରିବେ। ଏହାପୂର୍ବରୁ ପ୍ରିୟଙ୍କା ଗାନ୍ଧୀଙ୍କୁ ଏହି ଅଫର ଦିଆଯାଇଥିଲା କିନ୍ତୁ ସେ ମନା କରିଦେଇଥିଲେ। ସୋନିଆ ଗାନ୍ଧୀ ବର୍ତ୍ତମାନ ଉତ୍ତରପ୍ରଦେଶର ରାଏବରେଲି ଆସନରୁ ଲୋକ ସଭା ଏମ୍‌ପି ଅଛନ୍ତି।

ସୂତ୍ରରୁ ପ୍ରକାଶ ଯେ, ସେ ରାଜସ୍ଥାନ କିମ୍ବା ହିମାଚଳ ପ୍ରଦେଶରୁ ରାଜ୍ୟ ସଭା ପାଇଁ ନାମାଙ୍କନ ଦାଖଲ କରିପାରନ୍ତି। ଏଥି ସହିତ କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଏଥର ଲୋକ ସଭା ନର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି ବୋଲି କୁହାଯାଉଛି।

The post ରାଜ୍ୟ ସଭା ପାଇଁ ବୁଧବାର ନାମାଙ୍କନ ପତ୍ର ଦାଖଲ କରିବେ ସୋନିଆ appeared first on Dharitri Odia News.