ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ ଦେଲା ବିଜେଡି, ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ବର,୧୪।୨: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। କେନ୍ଦ୍ର ରେଳମନ୍ତ୍ରୀଙ୍କୁ ବିଜେଡି ପୁଣି ଥରେ ସମର୍ଥନ ଦେଇଛି। ଏ ନେଇ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧିବଦ୍ଧ ଭାବେ ସମର୍ଥନ ଘୋଷଣା କରିଛନ୍ତି। ପ୍ରେସ ବିଜ୍ଞପ୍ତି ଜରିଆରେ ନବୀନ ଏହି ସମର୍ଥନ ଘୋଷଣା କରିଛନ୍ତି। ଓଡ଼ିଶାର ସ୍ବାର୍ଥ ଦୃଷ୍ଟିରୁ ଅଶ୍ବିନୀ ବେଷ୍ଣବଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ ଘୋଷଣା କରାଯାଇଛି ବୋଲି ନବୀନ କହିଛନ୍ତି। The post ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ ଦେଲା ବିଜେଡି, ମୁଖ୍ୟମନ୍ତ୍ରୀ କହିଲେ… appeared first on Dharitri Odia News.
ଭୁବନେଶ୍ବର,୧୪।୨: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। କେନ୍ଦ୍ର ରେଳମନ୍ତ୍ରୀଙ୍କୁ ବିଜେଡି ପୁଣି ଥରେ ସମର୍ଥନ ଦେଇଛି। ଏ ନେଇ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧିବଦ୍ଧ ଭାବେ ସମର୍ଥନ ଘୋଷଣା କରିଛନ୍ତି। ପ୍ରେସ ବିଜ୍ଞପ୍ତି ଜରିଆରେ ନବୀନ ଏହି ସମର୍ଥନ ଘୋଷଣା କରିଛନ୍ତି। ଓଡ଼ିଶାର ସ୍ବାର୍ଥ ଦୃଷ୍ଟିରୁ ଅଶ୍ବିନୀ ବେଷ୍ଣବଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ ଘୋଷଣା କରାଯାଇଛି ବୋଲି ନବୀନ କହିଛନ୍ତି।
The post ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ ଦେଲା ବିଜେଡି, ମୁଖ୍ୟମନ୍ତ୍ରୀ କହିଲେ… appeared first on Dharitri Odia News.