ରାଜ୍ୟ ସରକାରଙ୍କ ବଡ଼ ସୂଚନା: ଏହି ଦିନଠୁ ଆରମ୍ଭ ହେବ ଧାନ କିଣା
ଭୁବନେଶ୍ୱର,୪।୧୧: ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବରଗଡ଼ ଜିଲାରୁ ଧାନ କିଣା ଆରମ୍ଭ ନେଇ ନିଷ୍ପତ୍ତି ହୋଇଛି। ଚଳିତ ବର୍ଷ ୮୦ ଲକ୍ଷ ଟନ ଧାନ କିଣିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। କୁଇଣ୍ଟାଲ ୩୧୦୦ ଟଙ୍କାରେ ସରକାର ଧାନ କିଣିବେ। MSP ୨୩୦୦ ଟଙ୍କା ସହ ୮୦୦ ଟଙ୍କାର ଇନପୁଟ ସହାୟତା ମିଳିବ। ୪-୫ଟି ମଣ୍ଡିକୁ ନେଇ ଜଣେ […] The post ରାଜ୍ୟ ସରକାରଙ୍କ ବଡ଼ ସୂଚନା: ଏହି ଦିନଠୁ ଆରମ୍ଭ ହେବ ଧାନ କିଣା appeared first on Dharitri Odia News.
ଭୁବନେଶ୍ୱର,୪।୧୧: ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବରଗଡ଼ ଜିଲାରୁ ଧାନ କିଣା ଆରମ୍ଭ ନେଇ ନିଷ୍ପତ୍ତି ହୋଇଛି। ଚଳିତ ବର୍ଷ ୮୦ ଲକ୍ଷ ଟନ ଧାନ କିଣିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। କୁଇଣ୍ଟାଲ ୩୧୦୦ ଟଙ୍କାରେ ସରକାର ଧାନ କିଣିବେ। MSP ୨୩୦୦ ଟଙ୍କା ସହ ୮୦୦ ଟଙ୍କାର ଇନପୁଟ ସହାୟତା ମିଳିବ। ୪-୫ଟି ମଣ୍ଡିକୁ ନେଇ ଜଣେ ସୁପରଭାଇଜର ରହିବେ ବୋଲି ସୂଚନା ମିଳିଛି। ମଣ୍ଡିରୁ ରାଇସ ମିଲ ଯାଏ ଧାନ ଗାଡ଼ିର ଗତିବିଧି ନଜରରେ ରହିବ।
The post ରାଜ୍ୟ ସରକାରଙ୍କ ବଡ଼ ସୂଚନା: ଏହି ଦିନଠୁ ଆରମ୍ଭ ହେବ ଧାନ କିଣା appeared first on Dharitri Odia News.