ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ

ସରକାର ଏବେ ବିନା କାରଣରେ ଗରିବ ଆଦିବାସୀ ଭାଇ ଭଉଣୀଙ୍କ ଚାଉଳକୁ ବନ୍ଦ କରିଛନ୍ତି । ସେମାନେ ଆମ୍ବ ଟାକୁଆ ଖାଉଛନ୍ତି। ଏହା ବହୁତ ଦୁଃଖର କଥା। 

ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ

ଆମ୍ବ ଟାକୁଆ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। କହିଲେ, ଆମର ବାର ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରି ଦେଲେ। ଆମ ସରକାର ଆରମ୍ଭ କରିଥିବା ବିକାଶମୂଳକ ଯୋଜନା ଲୋକଙ୍କୁ ବଞ୍ଚିବାକୁ ଶକ୍ତି ଦେଇଥିଲା। ଏବେ ବିନା କାରଣରେ ଗରିବ ଆଦିବାସୀ ଭାଇ ଭଉଣୀଙ୍କ ଚାଉଳକୁ ବନ୍ଦ କରିଛନ୍ତି । ସେମାନେ ଆମ୍ବ ଟାକୁଆ ଖାଉଛନ୍ତି। ଏହା ବହୁତ ଦୁଃଖର କଥା।