ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୦: ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ସମସ୍ତଙ୍କ ଜୀବନରେ ଅଜ୍ଞାନ ଓ ଦୁଃଖର ଅନ୍ଧକାର ଦୂର ହେଉ। ଜ୍ଞାନ ଓ ସମୃଦ୍ଧିର ଆଲୋକ ବିଚ୍ଛୁରିତ ହେଉ। ବିକଶିତ ଓଡ଼ିଶା ଲାଗି ସମସ୍ତେ ସଂକଳ୍ପବଦ୍ଧ ହୋଇ କାମ କରିବା। ଓଡ଼ିଶାର ଗୌରବକୁ ନୂତନ ଶିଖରରେ ପହଞ୍ଚାଇବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ଓଡ଼ିଶାର ସମସ୍ତ ଭାଇ ଓ […] The post ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୦: ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ସମସ୍ତଙ୍କ ଜୀବନରେ ଅଜ୍ଞାନ ଓ ଦୁଃଖର ଅନ୍ଧକାର ଦୂର ହେଉ। ଜ୍ଞାନ ଓ ସମୃଦ୍ଧିର ଆଲୋକ ବିଚ୍ଛୁରିତ ହେଉ। ବିକଶିତ ଓଡ଼ିଶା ଲାଗି ସମସ୍ତେ ସଂକଳ୍ପବଦ୍ଧ ହୋଇ କାମ କରିବା। ଓଡ଼ିଶାର ଗୌରବକୁ ନୂତନ ଶିଖରରେ ପହଞ୍ଚାଇବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ। ଏହି ଅବସରରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ଦୂର ହୋଇ ଜ୍ଞାନର ଅଭ୍ୟୁଦୟ ହେଉ ଏତିକି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୋର ପ୍ରାର୍ଥନା।

The post ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.