ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ପ୍ରଦାନ କରାଯିବ ସମ୍ମାନ ସୂଚକ ସହାୟତା ରାଶି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତି । ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ପ୍ରଦାନ କରାଯିବ ସମ୍ମାନ ସୂଚକ ସହାୟତା ରାଶି । ଏନେଇ ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ବାବଦରେ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ତେବେ ରାଜ୍ୟରେ ବର୍ତ୍ତମାନ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର […]

ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ପ୍ରଦାନ କରାଯିବ ସମ୍ମାନ ସୂଚକ ସହାୟତା ରାଶି
ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ପ୍ରଦାନ କରାଯିବ ସମ୍ମାନ ସୂଚକ ସହାୟତା ରାଶି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତି । ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ପ୍ରଦାନ କରାଯିବ ସମ୍ମାନ ସୂଚକ ସହାୟତା ରାଶି । ଏନେଇ ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ବାବଦରେ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ତେବେ ରାଜ୍ୟରେ ବର୍ତ୍ତମାନ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ଦେବେ ରାଜ୍ୟ ସରକାର । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡ଼ିଛି।