ରାଜ୍ୟର ୨ ଜିଲାପାଳ, ୫ ଏସ୍ପିଙ୍କୁ ବଦଳି ନିର୍ଦ୍ଦେଶ
ଭୁବନେଶ୍ୱର,୨।୪: ରାଜ୍ୟର ୨ ଜିଲାପାଳ ଓ ୫ ଏସ୍ପିଙ୍କ ବଦଳି କରିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। କଟକ ଜିଲାପାଳ ବିନିତ ଭରଦ୍ବାଜ, ଜଗତସିଂହପୁର ଜିଲାପାଳ ପାରୁଲ ପଟୱାରୀଙ୍କୁ ବଦଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଅନୁଗୋଳ ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁଶେଖର ମିଶ୍ର, ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ସରବଣା ବିବେକ, ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଯୁଗଳ କିଶୋର ବନୋଥ, ରାଉରକେଲା ଆରକ୍ଷୀ ଅଧୀକ୍ଷକ ମିତ୍ରଭାନୁ ମହାପାତ୍ର, ସୁନ୍ଦରଗ ଆରକ୍ଷୀ ଅଧୀକ୍ଷକ କହଁର ବିଶାଲ ସିଂହଙ୍କୁ ବଦଳି […] The post ରାଜ୍ୟର ୨ ଜିଲାପାଳ, ୫ ଏସ୍ପିଙ୍କୁ ବଦଳି ନିର୍ଦ୍ଦେଶ appeared first on Dharitri Odia News.
ଭୁବନେଶ୍ୱର,୨।୪: ରାଜ୍ୟର ୨ ଜିଲାପାଳ ଓ ୫ ଏସ୍ପିଙ୍କ ବଦଳି କରିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। କଟକ ଜିଲାପାଳ ବିନିତ ଭରଦ୍ବାଜ, ଜଗତସିଂହପୁର ଜିଲାପାଳ ପାରୁଲ ପଟୱାରୀଙ୍କୁ ବଦଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଅନୁଗୋଳ ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁଶେଖର ମିଶ୍ର, ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ସରବଣା ବିବେକ, ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଯୁଗଳ କିଶୋର ବନୋଥ, ରାଉରକେଲା ଆରକ୍ଷୀ ଅଧୀକ୍ଷକ ମିତ୍ରଭାନୁ ମହାପାତ୍ର, ସୁନ୍ଦରଗ ଆରକ୍ଷୀ ଅଧୀକ୍ଷକ କହଁର ବିଶାଲ ସିଂହଙ୍କୁ ବଦଳି କରିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।
The post ରାଜ୍ୟର ୨ ଜିଲାପାଳ, ୫ ଏସ୍ପିଙ୍କୁ ବଦଳି ନିର୍ଦ୍ଦେଶ appeared first on Dharitri Odia News.