ରାଜ୍ୟର ୨୦୬୪ଟି ହାଇସ୍କୁଲ ଶିକ୍ଷକ ପଦବୀ ପୁରାଣ ନିମନ୍ତେ ଆଜିଠାରୁ ଅନଲାଇନ୍ ଆବେଦନ ଆରମ୍ଭ
ନୂଆଦିଲ୍ଲୀ,୮ା୧: ରାଜ୍ୟର ଅଣ-ସରକାରୀ ପୂର୍ଣ୍ଣ ସହାୟତାପ୍ରାପ୍ତ ହାଇସ୍କୁଲମାନଙ୍କରେ ୨୦୬୪ଟି ହାଇସ୍କୁଲ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଆଜିଠାରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ଫେବୃଆରୀ ମାସ ୭ ତାରିଖ ପର୍ଯ୍ୟନ୍ତ ଏହି ଆବେଦନ ଚାଲିବ। ଆଶାୟୀ ପ୍ରାର୍ଥୀମାନେ ଏସଏସବିର ଅଫିସିଆଲ ୱେବସାଇଟ https://ssbodisha.ac.in/ ରେ ଯାଇ ନିଯୁକ୍ତି ସମ୍ପର୍କିତ ସବିଶେଷ ତଥ୍ୟ ପାଇ ପାରିବେ । ତେବେ ଆଶାୟୀମାନେ ନିଯୁକ୍ତି ପ୍ରକ୍ରିୟା ସମ୍ବନ୍ଧୀୟ ଜରୁରୀ ସୂଚନା ପାଇଁ ବିସ୍ତୃତ ବିଜ୍ଞାପନ ବିଷୟରେ ସବିଶେଷ ସୂଚନା […] The post ରାଜ୍ୟର ୨୦୬୪ଟି ହାଇସ୍କୁଲ ଶିକ୍ଷକ ପଦବୀ ପୁରାଣ ନିମନ୍ତେ ଆଜିଠାରୁ ଅନଲାଇନ୍ ଆବେଦନ ଆରମ୍ଭ appeared first on Dharitri Odia News.
ନୂଆଦିଲ୍ଲୀ,୮ା୧: ରାଜ୍ୟର ଅଣ-ସରକାରୀ ପୂର୍ଣ୍ଣ ସହାୟତାପ୍ରାପ୍ତ ହାଇସ୍କୁଲମାନଙ୍କରେ ୨୦୬୪ଟି ହାଇସ୍କୁଲ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଆଜିଠାରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ଫେବୃଆରୀ ମାସ ୭ ତାରିଖ ପର୍ଯ୍ୟନ୍ତ ଏହି ଆବେଦନ ଚାଲିବ। ଆଶାୟୀ ପ୍ରାର୍ଥୀମାନେ ଏସଏସବିର ଅଫିସିଆଲ ୱେବସାଇଟ https://ssbodisha.ac.in/ ରେ ଯାଇ ନିଯୁକ୍ତି ସମ୍ପର୍କିତ ସବିଶେଷ ତଥ୍ୟ ପାଇ ପାରିବେ ।
ତେବେ ଆଶାୟୀମାନେ ନିଯୁକ୍ତି ପ୍ରକ୍ରିୟା ସମ୍ବନ୍ଧୀୟ ଜରୁରୀ ସୂଚନା ପାଇଁ ବିସ୍ତୃତ ବିଜ୍ଞାପନ ବିଷୟରେ ସବିଶେଷ ସୂଚନା ପାଇଁ ଏସଏସବିର ଅଫିସିଆଲ ୱେବସାଇଟକୁ ଯାଇ ଦେଖି ପାରିବେ।
The post ରାଜ୍ୟର ୨୦୬୪ଟି ହାଇସ୍କୁଲ ଶିକ୍ଷକ ପଦବୀ ପୁରାଣ ନିମନ୍ତେ ଆଜିଠାରୁ ଅନଲାଇନ୍ ଆବେଦନ ଆରମ୍ଭ appeared first on Dharitri Odia News.